www.samajalive.in
Monday, December 8, 2025
24.1 C
Bhubaneswar

ପହଞ୍ଚିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହା ହେଲେ ରୋଗୀ

ମାଲକାନଗିରି: ଚିତ୍ରକୋଣ୍ଡା ଅନ୍ତର୍ଗତ ବଦପଦର ପଞ୍ଚାୟତର ମେଟାଗୁଡା ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ପାରିବାରିକ କଳହକୁ କେନ୍ଦ୍ର କରି ସ୍ତ୍ରୀ ବିଷ ପିଇ ଦେଇଛନ୍ତି । ପରେ ମହିଳାଙ୍କୁ ମେଡିକାଲ ନେବା ପାଇଁ ତାଙ୍କ ସମ୍ପର୍କୀୟ ଆମ୍ବୁଲାନ୍ସକୁ ଫୋନ କରିଥିଲେ ମଧ୍ୟ ଖରାପ ରାସ୍ତା ଯୋଗୁଁ ଆମ୍ବୁଲାନ୍ସ ପହଞ୍ଚି ପାରିନାହିଁ । ଶେଷରେ ବାଧ୍ୟ ହୋଇ ପରିବାରଲୋକେ ଏକ ଖଟିଆରେ ରୋଗୀକୁ ପ୍ରାୟ ୨ କିମି ବୋହି ନେବା ପରେ ଚିତ୍ରକୋଣ୍ଡା ହସ୍ପିଟାଲରେ ପହଞ୍ଚିଥିଲେ । ସେଠାରେ ତାଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ହେବାରୁ ମାଲକାନଗିରି ହସ୍ପିଟାଲକୁ ସ୍ତାନାନ୍ତର କରାଯାଇଛି ।

Hot this week

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

Related Articles

Popular Categories