www.samajalive.in
Saturday, December 6, 2025
23.1 C
Bhubaneswar

ମଝି ଆକାଶରେ ସେନା ହେଲିକପ୍ଟର ସହ ଯାତ୍ରୀବାହୀ ବିମାନ ଧକ୍କା

ଆମେରିକା: ମଝି ଆକାଶରେ ଦୁଇ ବିମାନ ଧକ୍କା । ସେନା ହେଲିକପ୍ଟର ସହ ଯାତ୍ରୀବାହୀ ବିମାନ ଧକ୍କା ହୋଇଛି।  ଓ୍ବାଶିଂଟନ୍ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ଆସୁଥିବାବେଳେ ଏହି ଦୁର୍ଘଟଣା ଘଟିଛି। ଯାତ୍ରୀ ବିମାନ ଅବତରଣ ବେଳେ ଧକ୍କା ହୋଇଥିବାବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ମୃତାହତ ନେଇ କୌଣସି ସୂଚନା ମିଳିନି। ଉଡାଣ ଭରିବାକୁ ଥିବା ସମସ୍ତ ବିମାନ ବାତିଲ କରାଯାଇଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସେପଟେ ପୁରା ସ୍ଥିତି ଉପରେ ନଜର ରଖାଯାଇଥିବା କହିଛନ୍ତି ଆମେରିକା ରାଷ୍ଟ୍ରପତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories