www.samajalive.in
Saturday, December 6, 2025
23.1 C
Bhubaneswar

ଆମେରିକୀୟ ସେନାକୁ ଟାର୍ଗେଟ୍: ୩ ମୃତ

ନୂଆଦିଲ୍ଲୀ: ଜୋର୍ଡାନରେ ଆମେରିକୀୟ ସେନା କ୍ୟାମ୍ପକୁ ଟାର୍ଗେଟ୍ କରାଯାଇଛି। ଡ୍ରୋନ୍ ଆକ୍ରମଣରେ ୩ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୦ରୁ ଅଧିକ ଲୋକ ଗୁରୁତର ହୋଇଥିବା ସୂଚନା ମିଳିଛି। ସିରିଆ ସୀମା ନିକଟ ଉତ୍ତରପୂର୍ବ ଜୋର୍ଡାନରେ ଏହି ଆକ୍ରମଣ ହୋଇଛି। ଦୀର୍ଘ ଦିନ ପରେ ମଧ୍ୟ ପ୍ରାଚ୍ୟ ଦେଶରେ ଆମେରିକୀୟ ସେନା ମାନଙ୍କୁ ଟାର୍ଗେଟ କରାଯାଇଛି। ସେପଟେ ଏହି ଆକ୍ରମଣ ପାଇଁ ଆମେରିକା ଇରାନକୁ ଦାୟୀ କରିଛି। ଇରାନ୍ ସମର୍ଥିତ ଆତଙ୍କବାଦୀ ଗୋଷ୍ଠୀ ଆକ୍ରମଣ କରିଥିବା ଆମେରିକା କହିଛି। ଅନ୍ୟପଟେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଏହି ଘଟଣାକୁ ନିନ୍ଦା କରିବା ସହ କଡା କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories