www.samajalive.in
Tuesday, December 9, 2025
17.1 C
Bhubaneswar

ଓଡିଶାରେ ପହଞ୍ଚିଲେ ଅମିତ ଶାହା

ଭୁବନେଶ୍ବର : ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ଦଳ ପକ୍ଷରୁ ସ୍ବାଗତ କରାଯାଇଥିଲା। ବିମାନବନ୍ଦରରୁ ହେଲିକପ୍ଟର ଯୋଗେ ଶ୍ରୀ ଶାହା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରକୁ ସେ ଗସ୍ତ କରିଛନ୍ତି। ସତ୍ୟଭାମାପୁରରେ ପହଞ୍ଚି ସେ ମଧୁସୂଦନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହାପରେ ସାଲେପୁରର କୁଳିଆକୁ ଶ୍ରୀ ଶାହା ଯିବେ ବୋଲି ଜଣାପଡିଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡାଙ୍କ ସମେତ ବିଜେପିର ବରିଷ୍ଠ କାର୍ଯ୍ୟକର୍ତ୍ତା ଶ୍ରୀ ଶାହାଙ୍କ ସହ ଉପସ୍ଥିତ ଅଛନ୍ତି।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ସ୍ବପ୍ଦର ଉତ୍କଳ ପ୍ରଦେଶ ଗଠନ କରିବା ପାଇଁ ବିଜେପି ଉଦ୍ୟମ କରିବ ବୋଲି ଶ୍ରୀ ଶାହା କହିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories