www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ଓଡିଶା ଆସୁଛନ୍ତି ଅମିତ ଶାହା

ଭୁବନେଶ୍ବର : ଓଡ଼ିଶାରେ ବିଜେପିର ସ୍ଥିତିକୁ ସୁଦୃଢ କରିବା ପାଇଁ ଶୁକ୍ରବାର ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ଓଡିଶା ଗସ୍ତରେ ଆସୁଛନ୍ତି। ଓଡିଶାରେ ପହଞ୍ଚିଲା ପରେ ଶାହା କେନ୍ଦୁଝର ଜିଲା ଗସ୍ତ କରି ମେଡିକାଲ କଲେଜ ପଡିଆରେ ଆୟୋଜତି ସଭାରେ ଯୋଗ ଦେବେ। ମିଶନ ୧୨୦କୁ ସଫଳ କରିବା ପାଇଁ ସେ ବିଜେପି କର୍ମୀ ଓ ନେତାଙ୍କୁ ଗୁରୁମନ୍ତ୍ର ଦେବେ।
ଅମିତ ଶାହାଙ୍କ ଓଡିଶା ଗସ୍ତକୁ ଦୃଷ୍ଟିରେ ରଖି ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।
ସେହିପରି ଅମିତ ଶାହା ପୁଣି ୧୭ ତାରିଖରେ ଓଡିଶା ଆସି ବଡମ୍ବା ଓ ଢେଙ୍କାନାଳ ସଭାରେ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories