www.samajalive.in
Saturday, December 6, 2025
26.1 C
Bhubaneswar

୨୨ରୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଶାହା

ଭୁବନେଶ୍ଵର: ଆସନ୍ତା ୨୨ ତାରିଖରୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା। ବିଭିନ୍ନ ସରକାରୀ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବା ସହ ଦଳୀୟ କାର୍ଯ୍ୟାଳୟକୁ ଯାଇ ସାଙ୍ଗଠନିକ ବୈଠକ କରିବାର ସୂଚନା ରହିଛି। ରାଜ୍ୟ ବିଜେପି ସଭାପତି ମନୋନୟନ ବିଳମ୍ବ  ହେଉଥିବାରୁ ଅମିତ୍ ଶାହାଙ୍କ ଓଡିଶା ଗସ୍ତ ଅଧିକ ଗୁରୁତ୍ଵ ବଢାଇଛି। ଦଳୀୟ କାର୍ଯ୍ୟାଳୟରେ ସଭାପତି ମନୋନୟନ, ନିଗମ ଓ ବୋର୍ଡ ଅଧ୍ୟକ୍ଷ ନିଯୁକ୍ତି ଏବଂ ରାଜ୍ୟ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଉପରେ ଶ୍ରୀ ଶାହା ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି ବୋଲି ଦଳରେ ଚର୍ଚ୍ଚା ଆରମ୍ଭ ହୋଇଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories