www.samajalive.in
Monday, December 8, 2025
13.1 C
Bhubaneswar

ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ହେମାମାଳିନୀ

ରାଉରକେଲା: ୨୦୨୪ ନିର୍ବାଚନରେ ବିଜେପି ଫୋକସରେ ଓଡ଼ିଶା। ଏଥିପାଇଁ କେନ୍ଦ୍ରୀୟ ନେତାମାନେ ଘନ ଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଶୁକ୍ରବାର କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହ ଆସୁଥିବା ବେଳେ ରାଉରକେଲାରେ ସେ ହାଇଭୋଲଟେଜ ପ୍ରଚାର କରିବେ। ଏହାସହିତ ବିଜେପି ଷ୍ଟାର ପ୍ରଚାରକ ହେମାମାଳିନୀ ବି ଆଜି ଓଡ଼ିଶା ଆସୁଛନ୍ତି। ଭୁବନେଶ୍ୱର ଉତ୍ତର ଓ କଟକ କିଶନ ନଗରରେ ସଭା କରିବେ ହେମାମାଳିନୀ। ପରେ ପିପିଲିରେ ରୋଡ୍‌‌ ଶୋ କରିବାର କାର୍ଯ୍ୟକ୍ରମ ରହିଛି। ଆଜି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ମଧ୍ୟ ଓଡ଼ିଶା ଆସି ପ୍ରଚାର କରିବେ। ସେ ସାନଖେମୁଣ୍ଡି, ଦଶପଲ୍ଲା, ଜି.ଉଦୟଗିରିରେ ପ୍ରଚାର କରିବେ।

Hot this week

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

Related Articles

Popular Categories