୨୫ରେ ଓଡ଼ିଶା ଆସିବେ ଅମିତ ଶାହ

ଭୁବନେଶ୍ବର: ଆସନ୍ତା ୨୫ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସିବେ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର। କେନ୍ଦ୍ରମନ୍ତ୍ରୀ ଶାହ ଏଠାରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଆସିବେ। ୨୫ ତାରିଖରେ ସେ ସୋନପୁର ଗସ୍ତ କରିବେ। ସେଠାରେ ସେ ଏକ ନିର୍ବାଚନୀ ସଭାରେ ଯୋଗଦେଇ ଦଳୀୟ କର୍ମୀମାନଙ୍କୁ ସମ୍ବୋଧନ କରିବେ। ସେଠାରେ କାର୍ଯ୍ୟ ସରିବା ପରେ ଶାହ ଭୁବନେଶ୍ବର ଆସି ରାତ୍ରି ରହଣୀ କରିବେ। ଏହି … Continue reading ୨୫ରେ ଓଡ଼ିଶା ଆସିବେ ଅମିତ ଶାହ