www.samajalive.in
Saturday, December 6, 2025
19.1 C
Bhubaneswar

ଓଡିଶାରେ ଅମିତ ଶାହା

ଭୁବନେଶ୍ବର : ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ଭୁବନେଶ୍ବରରେ ପହଞ୍ଚିଛନ୍ତି । ଭୁବନେଶ୍ବର ସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ଅମିତ ଶାହା ବିଜେପିର ନିର୍ବାଚନୀ ଇସ୍ତାହାର ‘ସଙ୍କଳ୍ପ ପତ୍ର’ ପ୍ରକାଶ କରିଛନ୍ତି । ଅମିତ ଶାହାଙ୍କ ସହ ଧର୍ମେନ୍ଦ୍ର ପ୍ରଧାନ, ବୈଜୟନ୍ତ ପଣ୍ଡା ଓ ବିଜୟ ମହାପାତ୍ର ଉପସ୍ଥିତ ରହିଛନ୍ତି । କିଛି ପରେ ଅମିତ ଶାହା ଗଞ୍ଜାମ ଅଭିମୁଖେ ଯାତ୍ରା କରିବେ । ପୋଲସରା ଓ ବରଗଡରେ ଆୟୋଜିତ ସମାବେଶରେ ଅମିତ ଶାହା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories