www.samajalive.in
Wednesday, December 10, 2025
16.1 C
Bhubaneswar

ଗୃହବନ୍ଦୀରୁ ମୁକୁଲିଲେ ଜାମ୍ମୁକାଶ୍ମୀର ପୂର୍ବ ମୁଖ୍ୟମନ୍ତ୍ରୀ ମେହେବୁବା ମୁଫତି

ଜାମ୍ମୁକାଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହେବୁବା ମୁଫତି ମଙ୍ଗଳବାର ଗୃହ ବନ୍ଦୀରୁ ଖଲାସ ହୋଇଛନ୍ତି । ଗତବର୍ଷ ଅଗଷ୍ଟ ମାସ ୫ ତାରିଖରେ ଜା୍ମୁ କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପରେ ତାଙ୍କୁ ଗୃହବନ୍ଦୀ କରି ରଖା ଯାଇଥିଲା । ଏହା ପୂର୍ବରୁ ନଜରବନ୍ଦୀ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍ ଅବଦୁଲ୍ଲା ଓ ତାଙ୍କ ପୁଅତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଉମର ଅବଦୁଲ୍ଲାଙ୍କୁ ଖଲାସ କରାଯାଇଛି । ସେହିପରି ଅନ୍ୟ ନେତାମାନଙ୍କୁ ମଧ୍ୟ ମୁକ୍ତ କରାଯାଇ ସାରିଛି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories