www.samajalive.in
Monday, December 8, 2025
27.1 C
Bhubaneswar

ଝାରପଡା ଜେଲରୁ ବାହାରିଲେ ଅମରେଶ ଜେନା

ଭୁବନେଶ୍ଵର: ଭୁବନେଶ୍ଵର ଝାରପଡା ଜେଲରୁ ବାହାରିଲେ ଅମରେଶ ଜେନା। ହାଇକୋର୍ଟରୁ ଜାମିନ୍ ମିଳିବା ପରେ ଜେଲରୁ ବାହାରିଛନ୍ତି। ଦୁଷ୍କର୍ମ ମାମଲାରେ ଗିରଫ ହୋଇ ସେ ଜେଲ ଯାଇଥିଲେ। ଜେଲରୁ ବାହାରିବା ପରେ ତାଙ୍କ ସମର୍ଥକମାନେ ତାଙ୍କୁ ପାଛୋଟି ନେଇଛନ୍ତି। ଅମରେଶ କହିଛନ୍ତି ସାମଜିକ ଓ ରାଜନୈତିକ ହତ୍ୟା ପାଇଁ ଷଡଯନ୍ତ୍ର ହୋଇଥିଲା। ନ୍ୟାୟାଳୟ ଉପରେ ମୋର ପୁରା ଭରସା ଅଛି ମୁଁ ନ୍ୟାୟ ପାଇବି ବୋଲି କହିଛନ୍ତି ଅମରେଶ।

Hot this week

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

Related Articles

Popular Categories