www.samajalive.in
Sunday, December 14, 2025
23.1 C
Bhubaneswar

ଅମ୍ରିତ ରେସିଡେଣ୍ଟ ୱେଲଫେୟାର ଆସୋସିଏସନ ପକ୍ଷରୁ ୭୭ତମ ସ୍ୱାଧୀନତା ଦିବସ ପାଳିତ

କଟକ: କଟକ ବ୍ଲକ-୧ ସେକ୍ଟର-୧୩ ଅମ୍ରିତ ରେସିଡେଣ୍ଟ ୱେଲଫେୟାର ଆସୋସିଏସନ ପକ୍ଷରୁ ୭୭ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ଅମ୍ରିତ ରେସିଡେଣ୍ଟ ୱେଲଫେୟାର ଆସୋସିଏସନର ସମସ୍ତ କର୍ମକର୍ତ୍ତା ଏବଂ ପରିବାର ସଦସ୍ୟ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଆସୋସିଏସନର ସଭାପତି ପରେଶଚନ୍ଦ୍ର ନାୟକ ଉଦବୋଧନ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆସୋସିଏସନର ସଦସ୍ୟ ପ୍ରଦୀପ କୁମାର ମିଶ୍ର, ପ୍ରଭାକର ମହାନ୍ତି, ବିନୋଦ କୁମାର ପାତ୍ର, ପ୍ରମୋଦ କୁମାର ସାହୁ, ନିରଞ୍ଜନ ମିଶ୍ର, ଶରତଚନ୍ଦ୍ର କର, ଅମରେନ୍ଦ୍ର ସିହ୍ନା, ଦିଲ୍ଲୀପ ଗୁପ୍ତା, କେଦାର ପଟ୍ଟନାୟକ, ସୁବାସ ଅଗ୍ରୱାଲ, ରାଧାଗୋବିନ୍ଦ ରାୟ, ହରିଶ ଛାବ୍ରା, ରମେଶଚନ୍ଦ୍ର ଦାଶ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

Related Articles

Popular Categories