www.samajalive.in
Monday, December 15, 2025
14.1 C
Bhubaneswar

କ୍ଷୀର ମୂଲ୍ୟ ୧ ଟଙ୍କା କମାଇଲା ଅମୁଲ

ସମାଜ ଡିଜିଟାଲ ଡେସ୍କ: ଅମୁଲ ପକ୍ଷରୁ କ୍ଷୀର ମୂଲ୍ୟ ହ୍ରାସ କରାଯାଇଛି। ସାରା ଦେଶରେ ୧ ଲିଟର କ୍ଷୀର ପିଛା କମ୍ପାନୀ ୧ ଟଙ୍କା କମାଇଛି। ଅମୁଲ ଗୋଲ୍ଡ, ଅମୁଲ ତାଜା ଏବଂ ଅମୁଲ ଟି ସ୍ପେଶାଲ ୧ କେଜି ପ୍ୟାକ୍‌ କ୍ଷୀରରେ ଏହି ଦର ହ୍ରାସ ଲାଗୁ କରାଯାଇଛି। ଗୁଜରାଟ କୋଅପରେଟିଭ ମିଲ୍କ ମାର୍କେଟିଂ ଫେଡେରେସନର ପରିଚାଳନା ନିର୍ଦେଶକ ଜୟେନ ମେହଟା ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

୨୦୨୪ ଜୁନରେ ଅମୁଲ ପକ୍ଷରୁ କ୍ଷୀର ମୂଲ୍ୟ ଲିଟର ପିଛା ୨ ଟଙ୍କା ବୃଦ୍ଧି କରାଯାଇଥିଲା। ଏବେ ମୂଲ୍ୟ ହ୍ରାସ ପରେ ଅମୁଲ ଗୋଲ୍ଡ କ୍ଷୀର ଲିଟର ୬୬ ଟଙ୍କା ପରିବର୍ତ୍ତେ ୬୫ ଟଙ୍କା ହୋଇଛି। ସେହିପରି ଅମୁଲ ଟି ସ୍ପେଶାଲ କ୍ଷୀର ୬୨ ଟଙ୍କାରୁ ୬୧ ଏବଂ ଅମୁଲ ତାଜା କ୍ଷୀର ୫୪ ଟଙ୍କାରୁ ୫୩ ଟଙ୍କାକୁ ହ୍ରାସ ପାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories