ଉତ୍ତରାଖଣ୍ଡରେ ଭୂକମ୍ପ ଝଟକା
ଡେରାଡୁନ : ଉତ୍ତରାଖଣ୍ଡର ଚମୋଲି ଜିଲାରେ ଶୁକ୍ରବାର ସନ୍ଧ୍ୟାରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଥିବା ଜଣାପଡିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୪ ରହିଛି। ଏଥିରେ କୌଣସି କ୍ଷୟକ୍ଷତି ହୋଇନଥିବାବେଳେ କେହି ମୃତାହତ ହୋଇଥିବା ସୂଚନା ମିଳିନାହିଁ।
India Meteorological Department (IMD): An earthquake of magnitude 4.4 on the Richter scale hit Chamoli in Uttarakhand, today.
— ANI (@ANI) December 13, 2019
Comments are closed.