www.samajalive.in
Sunday, December 14, 2025
19.1 C
Bhubaneswar

ଭୂମିକମ୍ପରେ ଥରିଲା ନିକୋବର ଦ୍ୱୀପପୁଞ୍ଜ

ନୂଆଦିଲ୍ଲୀ: ଭୂମିକମ୍ପରେ ଥରିଲା ନିକୋବର ଦ୍ୱୀପପୁଞ୍ଜ । ଆଜି ସକାଳ ୭ଟା ୨ ମିନିଟରେ ନିକୋବର ଦ୍ୱୀପପୁଞ୍ଜରେ ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୯ ରହିଥିବା ଜଣାପଡ଼ିଛି । ଭୂମିକମ୍ପ ହେବା ସମୟରେ ସମସ୍ତ ଲୋକ ଘରୁ ବାହାରି ବାହାରକୁ ଚାଲିଆସିଥିଲେ । ଲୋକଙ୍କ ମଧ୍ୟରେ ଭୂକମ୍ପକୁ ନେଇ ଆତଙ୍କ ଦେଖାଦେଇଥିଲା । ହେଲେ ଏଥିରେ କାହାର କୌଣସି କ୍ଷତି ଘଟିନାହିଁ । ସମ୍ପତ୍ତି ହାନୀ ମଧ୍ୟ ଭୂକମ୍ପରେ ହୋଇନଥିବା ଜଣାପଡ଼ିଛି ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories