www.samajalive.in
Monday, December 15, 2025
15.1 C
Bhubaneswar

ପ୍ରବାସୀ ଭାରତୀୟ ଦିବସ ସଫଳ ଆୟୋଜନ ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ଖାରବେଳନଗରରେ ପ୍ରବାସୀ ଭାରତୀୟ ଦିବସ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ଅଧ୍ୟକ୍ଷତା କରିଥିଲେ। ପ୍ରବାସୀ ଭାରତୀୟ ଦିବସ ସଫଳ ଆୟୋଜନ ପାଇଁ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ବିଧାୟିକା ସୋଫିଆ ଫିର୍ଦ୍ଦୋଶ ଓ ବିଧାୟକ ବାବୁ ସିଂଙ୍କ ସମେତ ଭୁବନେଶ୍ୱର ମେୟର, ବିଏମସି କମିଶନର, ନଗର ଉନ୍ନୟନ ସଚିବ ପ୍ରମୁଖ ଉପସ୍ଥିତ ଥିଲେ। ଏହାସହିତ କଟକ, ପୁରୀ ଓ ଖୋର୍ଦ୍ଧା ଜିଲାପାଳ ଭିଡିଓ କନଫରେନସିଂରେ ସାମିଲ ହୋଇଥିବା ସୂଚନା ମିଳିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories