www.samajalive.in
Sunday, December 14, 2025
26.1 C
Bhubaneswar

ଜଳିଗଲା ଦୁଇ ବଖରା: ମହିଳା ଅର୍ଦ୍ଧଦଗ୍ଧ, ମେଡିକାଲରେ ଭର୍ତ୍ତି

ବୌଦ୍ଧ: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ମଥୁରା ଗାଁରେ ଅଘଟଣ ଘଟିଛି। ଘରେ ନିଆଁ ଲାଗିଯିବାରୁ ଜଣେ ମହିଳା ଗୁରୁତର ହୋଇଛନ୍ତି। ତାଙ୍କୁ ତୁରନ୍ତ ବୌଦ୍ଧ ମେଡିକାଲରେ ଭର୍ତ୍ତି କରାଯାଇଛି। ସେପଟେ ରାତିରେ ଶୋଇଥିବାବେଳେ କେହି ଦୁର୍ବୁତ୍ତ ଘରେ ନିଆଁ ଲଗାଇ ଦେଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ଫଳରେ ନିଆଁ ଲାଗି ଦୁଇ ବଖରା ଘର ମଧ୍ୟ ସମ୍ପୂର୍ଣ୍ଣ ଜଳି ପୋଡି ପାଉଁଶ ହୋଇଯାଇଛି। ଘରେ ଥିବା ଲକ୍ଷାଧିକ ଟଙ୍କାର ଜିନିଷ ପତ୍ର ମଧ୍ୟ ନଷ୍ଟ ହୋଇଯାଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories