www.samajalive.in
Sunday, December 7, 2025
14.1 C
Bhubaneswar

ଓଲଟିଲା ସ୍କର୍ପିଓ, ଦୁଇ ଗୁରୁତର

ଆନନ୍ଦପୁର: ଆନନ୍ଦପୁରର ୫୩ ନଂ ରଜ୍ୟ ରଜପଥର ବାଂଖିଡି ଛକରେ ରବିବାର ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଯଶିପୁରରୁ ଭୁବନେଶ୍ୱର ଯାଉଥିବା ଏକ ସ୍କର୍ପିଓ ଓଲଟି ପଡିବାରୁ ସେଥିରେ ବସିଥିବା ଚାରିଜଣଙ୍କ ମଧ୍ୟରୁ ଦୁଇଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଗୁରୁତରଙ୍କୁ ଆନନ୍ଦପୁର ଦମକଳ କର୍ମଚାରୀଙ୍କ ସହାୟତାରେ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗୁରୁତର ଦ୍ବୟ ଯଶିପୁରର ରମେଶ ମହନ୍ତ ଓ କାମଳ ଲୋଚନ ମହାନ୍ତ ବୋଲି ଜଣାପଡ଼ିଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories