www.samajalive.in
Sunday, December 14, 2025
16.1 C
Bhubaneswar

ବିଲରୁ ମା’-ପୁଅଙ୍କ ମୃତଦେହ ଉଦ୍ଧାର; ମୃତ୍ୟୁର କାରଣ ଅସ୍ପଷ୍ଟ

ଆନନ୍ଦପୁର: ନନ୍ଦୀପଦା ଥାନା ଯାବିନିପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ଏକ ବିଲ ମଧ୍ୟରୁ ସନ୍ଦେହ ଜନକ ଅବସ୍ଥାରେ ମା ଓ ପୁଅର ମୃତଦେହ ଜବତ କରାଯାଇଛି। ମୃତ ମା’ର ବୟସ ପ୍ରାୟ ୬୦ ବର୍ଷ ହେବ ବୋଲି ଅନୁମାନ କରାଯାଇଥିବା ବେଳେ ପୁଅର ବୟସ ୪୦ ହେବ ବୋଲି  କୁହାଯାଉଛି । ତାହା ସହ ସେମାନଙ୍କ ଘର ଆନନ୍ଦପୁର ଥାନାର ମନୋହରପୁର ଅଞ୍ଚଳରେ ବୋଲି ଜଣାପଡିଛି । ଆଜି ସକାଳୁ ଏ ସଂକ୍ରାନ୍ତରେ ଖବର ପାଇ ନନ୍ଦିପଦା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକଙ୍କ ନିଜ ଘର ଠାରୁ ପ୍ରାୟ ୬୦  କି.ମି ଦୂରରେ ଉଭୟଙ୍କ ମୃତଦେହ ଜବତ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories