www.samajalive.in
Sunday, December 7, 2025
23.1 C
Bhubaneswar

ସିକ୍ୟୁରିଟି ଗାର୍ଡଙ୍କୁ ହତ୍ୟା, ଆନନ୍ଦପୁର-କରଞ୍ଜିଆ ରାସ୍ତା ଅବରୋଧ କଲେ ସ୍ଥାନୀୟ ଲୋକେ

ଆନନ୍ଦପୁର: ଆନନ୍ଦପୁର ଜଳଯୋଗାଣ କାର୍ଯ୍ୟାଳୟ ପରିସରରୁ ଜଣେ ସିକ୍ୟୁରିଟି ଗାର୍ଡଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଥିବା ସୂଚନା ମିଳିଛି। ସିକ୍ୟୁରିଟି ଗାର୍ଡଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ସିକ୍ୟୁରିଟି ଗାର୍ଡଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣି ସ୍ଥାନୀୟ ଲୋକେ ଆନନ୍ଦପୁର-କରଞ୍ଜିଆ ରାସ୍ତା ଅବରୋଧ କରିଛନ୍ତି। ଫଳରେ ରାସ୍ତାରେ ଯାତାୟତ କରୁଥିବା ଗାଡ଼ିମଟର ଅଟକି ରହିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି। ସିକ୍ୟୁରିଟି ଗାର୍ଡଙ୍କ ମୃତ୍ୟୁ କିଭଳି ହୋଇଛି ମୃତଦେହ ବ୍ୟବଚ୍ଛେଦ ପରେ ଜଣାପଡ଼ିବ ଏବଂ ଘଟଣାର ତଦନ୍ତ ଜାରି ରହିଛି ବୋଲି ପୁଲିସ ସୂଚନା ଦେଇଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories