www.samajalive.in
Saturday, December 6, 2025
19.1 C
Bhubaneswar

ଅଗ୍ନିକାଣ୍ଡରେ ଜଳିଗଲା ଗୋଟିଏ ପରିବାରର ୩ ବଖରା ଘର

ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ଲକ କୋଡାପଡାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଗୋଟିଏ ପରିବାରର ୩ ବଖରା ଘର ଜଳି ପୋଡି ପାଉଁଶ ହୋଇଯାଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ଗାଁର ଶୁକଦେବ ଓଝା ପରିବାର ଲୋକଙ୍କ ସହ ଘରେ ଶୋଇଥିବାବେଳେ ହଠାତ୍ ନିଆଁ ଲାଗି ଯାଇଥିଲା।  ଅଗ୍ନିକାଣ୍ଡ ରୁ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଥିବାବେଳେ ଘର ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି। ଖବର ପାଇ ଆନନ୍ଦପୁର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ କୁ ଆୟତ୍ତ କରିଛି ।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories