www.samajalive.in
Monday, December 8, 2025
14.1 C
Bhubaneswar

ବିଶିଷ୍ଟ ସର୍ପ ବିଶାରଦ ଖୋକା ସାରଙ୍କ ଦେହାନ୍ତ

ଆନନ୍ଦପୁର: ରାଜ୍ୟପାଳ ଓ ରାଷ୍ଟ୍ରପତିଙ୍କ ପୁରସ୍କରପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ବିଶିଷ୍ଟ ସର୍ପ ବିଶାରଦ ଖୋକା ସାରଙ୍କର ଆଜି ଅପରାହ୍ନରେ ଦେହାନ୍ତ ହୋଇଯାଇଛି। ପରଲୋକ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। ବୈଜ୍ଞାନିକ ପ୍ରକ୍ରିୟାରେ ବିଶ୍ୱାସ କରି ସେ ସାପ ଧରିବା ସହ ସର୍ପ କାମୁଡ଼ାର ଚିକିତ୍ସା କରି ସେ ଲୋକଙ୍କୁ ଭଲ କରୁଥିଲେ ଓ ଏଥିପାଇଁ ଗୁଣି ଗାରେଡ଼ି ଦ୍ବାରା ଚିକିତ୍ସାରେ ସେ ବିଶ୍ୱାସ କରୁନଥିଲେ। ଆଜି ତାଙ୍କର ପରଲୋକ ଖବର ପାଇ ବହୁ ଜଣାଶୁଣା ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିଥିଲେ। ତାଙ୍କର ମର ଶରୀରକୁ ଆନନ୍ଦପୁର ସହରରେ ଏକ ଶୋଭାଯାତ୍ରାରେ ପରିକ୍ରମା କରାଯାଇ ପବିତ୍ର ବୈତରଣୀ ନଦୀ କୂଳରେ ଦାହ ସଂସ୍କାର କରାଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories