www.samajalive.in
Friday, December 5, 2025
26.1 C
Bhubaneswar

ହାଇଓ୍ବା ଧକ୍କାରେ ଯୁବକ ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକ

ଆନନ୍ଦପୁର : ଘଷିପୁରା ଥାନା ରଘୁନାଥପୁର ଛକ ନିକଟରେ ହାଇଓ୍ବା ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଗତକାଲି ତ୍ରିନାଥ ସୁଆ ସିଂ ଡୁବୁରୀ ପ୍ଲାଣ୍ଟ ରୁ ବାଇକ ନେଇ ଘରକୁ ଫେରୁଥିବାବେଳେ ଏକ ହାଇଓ୍ବା ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ତାଙ୍କୁ ଗୁରୁତର ଅବସ୍ଥାରେ ହରିଚନ୍ଦନପୁର ମେଡିକାଲକୁ ନିଆଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।  କ୍ଷତିପୂରଣ ଦାବିରେ ରଘୁନାଥପୁର ଗାଁର ଶତାଧିକ ଗ୍ରାମବାସୀ ଆଜି ରଘୁନାଥପୁର ଛକରେ ରାସ୍ତା ଅବରୋଧ କରିଥିବା ଦେଖିବାକୁ ମିଳିଛି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ରାସ୍ତାରୋକ ହଟିବ ନାହିଁ ବୋଲି ଗ୍ରାମବାସୀମାନେ ଚେତାବନୀ ଦେଇଛନ୍ତି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories