ରାଲି ସମୟରେ ପଥର ମାଡ଼, ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଆହତ

ଡେସ୍କ: ଆନ୍ଧ୍ରପ୍ରଦେଶର ବିଜୟୱାଡାରେ ଶନିବାର ସନ୍ଧ୍ୟାରେ ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କ ଗାଡ଼ି ଉପରକୁ ପଥର ମାଡ଼ ହେବାରୁ ସେ ଆହତ ହୋଇଛନ୍ତି। ରାଲି ସମୟରେ କିଛି ଦୁର୍ବୃତ୍ତ ମୁଖ୍ୟମନ୍ତ୍ରୀଙ୍କ ବସ୍ ଉପରକୁ ପଥର ଫିଙ୍ଗିବା ଆରମ୍ଭ କରିଥିଲେ, ଯେଉଁଥିରେ ସେ ଏବଂ ଅନ୍ୟ ଜଣେ ବ୍ୟକ୍ତି ଆହତ ହୋଇଥିଲେ। ଏହି ଆକ୍ରମଣରେ ରେଡ୍ଡୀଙ୍କ ବାମ ଆଖିରେ ଆଘାତ ଲାଗିଥିଲା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (ସିଏମଓ) ପକ୍ଷରୁ ଜାରି ଏକ ବିବୃତିରେ କୁହାଯାଇଛି ଯେ … Continue reading ରାଲି ସମୟରେ ପଥର ମାଡ଼, ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଆହତ