www.samajalive.in
Saturday, December 6, 2025
23.1 C
Bhubaneswar

ଟ୍ରକ ଧକ୍କାରେ ୬ ମତ୍ସ୍ୟଜୀବୀ ମୃତ

ଆନ୍ଧ୍ରପ୍ରଦେଶ: ମତ୍ସ୍ୟଜୀବୀଙ୍କୁ ନେଇ ଯାଉଥିବା ପିକ୍‌‌ଅପ୍‌‌ ଭ୍ୟାନକୁ ପିଟିଲା ଟ୍ରକ। ଫଳରେ ଘଟଣାସ୍ଥଳରେ ୫ ଓ ମେଡିକାଲରେ ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଘଟଣାରେ ଅନ୍ୟ ୫ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଥିବା ମଚ୍ଛଲିପାଟନମ୍‌‌ ଡିଏସପି ସୂଚନା ଦେଇଛନ୍ତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories