ଆନ୍ଧ୍ର ନିର୍ବାଚନ ପରବର୍ତ୍ତୀ ହିଂସା, କଡା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଡେସ୍କ: ଆନ୍ଧ୍ରପ୍ରଦେଶରେ ନିର୍ବାଚନ ପରବର୍ତ୍ତୀ ହିଂସା ବିରୋଧରେ ନିର୍ବାଚନ ଆୟୋଗ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଆୟୋଗ ଆନ୍ଧ୍ରପ୍ରଦେଶର ମୁଖ୍ୟ ଶାସନ ସଚିବ ଓ ପୁଲିସ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗଣତି ପରେ ଆନ୍ଧ୍ରପ୍ରଦେଶରେ ୨୫ଟି କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ କମ୍ପାନୀକୁ ରଖିବାକୁ ଗୃହ ମନ୍ତ୍ରଣାଳୟକୁ ନିର୍ଦ୍ଦେଶ ଦିଆଯାଇଛି। ପଞ୍ଚମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରଚାର ଜୋରଦାର ଆଜି ନୂଆଦିଲ୍ଲୀରେ ଆନ୍ଧ୍ରପ୍ରଦେଶର ମୁଖ୍ୟ ଶାସନ ସଚିବ … Continue reading ଆନ୍ଧ୍ର ନିର୍ବାଚନ ପରବର୍ତ୍ତୀ ହିଂସା, କଡା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ