ବଢ଼ିଲା ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ, ମିଳିବ ସାମାଜିକ ସୁରକ୍ଷା ସହାୟତା ରାଶି

ଡେସ୍କ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଅଙ୍ଗନବାଡି କର୍ମୀ ମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଅଙ୍ଗନବାଡି କର୍ମିଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ ସେମାନଙ୍କୁ ଅନୁକମ୍ପା ସହାୟତା ମିଳବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟିକା ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର … Continue reading ବଢ଼ିଲା ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ, ମିଳିବ ସାମାଜିକ ସୁରକ୍ଷା ସହାୟତା ରାଶି