www.samajalive.in
Friday, December 5, 2025
27.1 C
Bhubaneswar

ରାଜରାସ୍ତାରେ ଗର୍ଜିଲେ ଅଙ୍ଗନବାଡ଼ି ଦିଦି

ଭୁବନେଶ୍ବର: ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ଅଙ୍ଗନଓ୍ବାଡି କର୍ମୀ। ୧୧ ଦଫା ଦାବି ନେଇ ଅଙ୍ଗନଓ୍ବାଡି କର୍ମୀ ଆଜି ଗାନ୍ଧୀ ମାର୍ଗରେ ଶହ ଶହ ଅଙ୍ଗନଓ୍ବାଡି କର୍ମୀ ଏକାଠି ହୋଇ ବିଶାଳ ସମାବେଶ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଅଙ୍ଗନଓ୍ବାଡି କର୍ମୀଙ୍କୁ ଶିକ୍ଷକ ମାନ୍ୟତା ଦାବି କରିବା ସହ ଦରମା ୧୮ ହଜାର ଟଙ୍କା ଦରମା ବୃଦ୍ଧି ଦାବି କରିଛନ୍ତି। ଦାବି ପୂରଣ ନ ହେଲେ ଆନ୍ଦୋଳନକୁ ଆହୁରି ଜୋରଦାର କରାଯିବ ବୋଲି ଅଙ୍ଗନଓ୍ବାଡି କର୍ମୀମାନେ ଚେତାବନୀ ଦେଇଛନ୍ତି।

ତେବେ ଅଙ୍ଗନବାଡ଼ି ଦିଦିଙ୍କ ପ୍ରମୁଖ ଦାବି ଗୁଡିକ ହେଉଛି ଆଇସିଡିଏସ୍‌ ପ୍ରକଳ୍ପକୁ ସ୍ଥାୟୀ କରିବା , ଅଙ୍ଗନୱାଡି କର୍ମୀ ଓ ସହକର୍ମୀ ମାନଙ୍କୁ ସରକାରୀ କର୍ମଚାରୀ ଘୋଷଣା, ମାସିକ ଦରମା ୧୮ ହଜାର ଏବଂ ସହକର୍ମୀଙ୍କୁ ୯ ହଜାର ଟଙ୍କା ପ୍ରଦାନ କରିବା, ୨୦୨୪ ନିର୍ବାଚନ ଇସ୍ତାହାରରେ ଦିଆଯାଇଥିବା ବେତନ ବୃଦ୍ଧି ପ୍ରତିଶ୍ରୁତି ଲାଗୁ କରିବା ଏବଂଯୋଗ୍ୟତା ଆଧାରରେ ଅଙ୍ଗନୱାଡି କର୍ମୀଙ୍କୁ ଶିକ୍ଷୟିତ୍ରୀ ଭାବେ ନିଯୁକ୍ତି ପ୍ରଦାନ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories