www.samajalive.in
Monday, December 15, 2025
26.1 C
Bhubaneswar

ଘର ଭିତରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର

ଅନୁଗୁଳ : ଅନୁଗୁଳ ଜିଲା ବିକ୍ରମପୁର ଥାନା କର୍ଣ୍ଣପୁର ପଞ୍ଚାୟତ ସାନଜୋରଡା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ଭିତରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସର୍ଟ ସର୍କିଟରୁ ଫ୍ୟାନ ପୋଡ଼ିଯାଇ ଶ୍ୱାସରୁଦ୍ଧ ଯୋଗୁଁ ଉଭୟଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। ଆଜି ସକାଳ ସମୟରେ ପରିବାର ଲୋକେ ଭଭୟଙ୍କୁ ମୃତ ଅବସ୍ଥାରେ ଉଦ୍ଧାର କରିଥିଲେ। ଘଟଣା ବିଷୟରେ ଅଧିକ ଖବର ହସ୍ତଗତ ହୋଇ ପାରି ନାହିଁ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories