www.samajalive.in
Saturday, December 6, 2025
15.1 C
Bhubaneswar

ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ

ଅନୁଗୁଳ: ପାଟ୍ରୋଲିଂ ବେଳେ ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ। ଅନୁଗୁଳ ଜିଲ୍ଲା ହିନ୍ଦୋଳ ରେଞ୍ଜ କଇ ରିଜର୍ଭ ଫରେଷ୍ଟ ତଣ୍ଟିଚିରା ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗତକାଲି ରାତିରେ ପାଟ୍ରୋଲିଂ ସମୟରେ ଶିକାରୀଙ୍କ ଗୁଳିରେ ଜଣେ ଫରେଷ୍ଟ ଗାର୍ଡ ମୃତ୍ୟୁବରଣ କରିଛନ୍ତି। ମୃତକ ହିନ୍ଦୋଳ ରେଞ୍ଜରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହ୍ଲାଦ ପ୍ରଧାନ ବୋଲି ଜଣାପଡିଛି। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ସେପଟେ ଘଟଣାରେ ପୁଲିସ୍ ୪ ଶିକାରୀଙ୍କୁ ଅଟକ ରଖି ପଚରାଉଚରା କରୁଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories