www.samajalive.in
Sunday, December 7, 2025
14.1 C
Bhubaneswar

ପିକ୍‌ଅପ୍‌ ଧକ୍କାରେ ଚାଲିଗଲା ୩ ଜୀବନ

ଅନୁଗୋଳ: ଅନୁଗୋଳ ଜିଲା ୫୫ ନମ୍ବର ଜାତୀୟ ରାଜପଥର ଜରପଡା ଥାନା ସାନ୍ତରାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ତିନି ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାର ଶିକାର ହୋଇଥିବା ଅନ୍ୟ ଜଣେ ବାଇକ୍‌ ଆରୋହୀଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ରବିବାର ଅପରାହ୍ନ ସମୟରେ ଜରପଡା ଯିବା ବେଳେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାର ଶିକାର ହୋଇଥିବା ସମସ୍ତେ ନିକଟସ୍ଥ କୁଲେଇ ଗାଁର ବୋଲି ଜଣାପଡ଼ିଛି।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories