www.samajalive.in
Saturday, December 6, 2025
16.1 C
Bhubaneswar

ସଡ଼କ ଦୁର୍ଘଟଣାରେ ଜଣେ ମୃତ, ସ୍ଥାନୀୟ ଲୋକଙ୍କ ରାସ୍ତାରୋକ

ଅନୁଗୁଳ : ତାଳଚେର ଚାଇଁପାଳ ବ୍ରିଜ ଉପରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ଯୁବତୀ ପ୍ରାଣ ହରାଇଛନ୍ତି। ସୂଚନା ଅନୁଯାୟୀ, ଆଜି ସକାଳ ସମୟରେ ଜଣେ ବ୍ୟକ୍ତି ବାଇକରେ ତାଙ୍କ ଝିଆରୀକୁ ନେଇ ଅନୁଗୁଳ ଅଭିମୁଖେ ଯାଉଥିଲେ। ସେହି ସମୟରେ ଏକ ଅଜଣା ଗାଡ଼ି ବାଇକକୁ ଧକ୍କା ଦେବା ଫଳରେ ବ୍ୟକ୍ତି ଜଣକ ଓ ତାଙ୍କ ଝିଆରୀ ବାଇକରୁ ପଡ଼ିଯାଇଥିଲେ। ଘଟଣାସ୍ଥଳରେ ଝିଆରୀର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ବ୍ୟକ୍ତି ଜଣଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୁଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି। ଏହାସହ ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହେବା ସହ ଲୋକେ ରାସ୍ତା ଅବରୋଧ ହୋଇଛି।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories