www.samajalive.in
Saturday, December 6, 2025
14.1 C
Bhubaneswar

ହାତୀ ଆକ୍ରମଣରେ ଜଣେ ମୃତ

ଅନୁଗୁଳ : ହାତୀ ଘଉଡାଇବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି। ଏଭଳି ଏକ ଅଭାବନୀୟ ଘଟଣା ଅନୁଗୁଳ ସ୍ଥିତ ପୁରୁଣାଗଡ ଗାଁ ନିକଟରେ ଘଟିଛି। ପୁରୁଣାଗଡ ଗାଁ ନିକଟକୁ ରାତିରେ ହାତୀପଲ ଆସିଥିଲେ। ଗାଁ ଲୋକେ ହାତୀପଲ ଦେଖି ସେମାନଙ୍କୁ ଘଉଡାଇବା ବେଳେ ଜଣଙ୍କୁ ହାତୀ ଶୁଣ୍ଢରେ ଉଠାଇ କଚାଡି ଦେଇଥିଲା। ତେବେ ତାଙ୍କୁ ଚିକିତ୍ସା ପାଇଁ ନିଆଯାଇଥିଲେ ମଧ୍ୟ ତାଙ୍କର ମୃତ୍ୟୁ ଘଟିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories