www.samajalive.in
Saturday, December 6, 2025
14.1 C
Bhubaneswar

ବିଶିଷ୍ଟ ସାହିତ୍ୟିକ ଓ ଶିକ୍ଷାବିତ୍ ଡଃ ଶୁଭେନ୍ଦ୍ରମୋହନ ଶ୍ରୀଚନ୍ଦନ ସିଂହଙ୍କ ପରଲୋକ

ଅନୁଗୁଳ: ବିଶିଷ୍ଟ ସାହିତ୍ୟିକ ଓ ଶିକ୍ଷାବିତ୍ ଡଃ ଶୁଭେନ୍ଦ୍ରମୋହନ ଶ୍ରୀଚନ୍ଦନ ସିଂହଙ୍କର ସୋମବାର ବିଳମ୍ବିତ ରାତିରେ ନାଗପୁରରେ ପରଲୋକ ଘଟିଛି। ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା। ବଡ଼ପୁଅଙ୍କ ପାଖରେ ରହୁଥିବା ସମୟରେ ସେ ହଠାତ୍ ଅସୁସ୍ଥ ହୋଇ ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ। ତାଙ୍କର ପତ୍ନୀ, ଦୁଇ ପୁଅ, ତିନି ଝିଅ, ବୋହୂ ଓ ଜାମାତାମାନେ ଅଛନ୍ତି। ତାଙ୍କ ଇଚ୍ଛା ଅନୁସାରେ ମୃତଦେହକୁ ମେଡିକାଲ କଲେଜକୁ ଦାନ କରାଯାଇଛି। ସେ ଅନୁଗୁଳ ଜିଲ୍ଲା ହଣ୍ଡପା ଅଞ୍ଚଳର ମୂଳ ବାସିନ୍ଦା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories