www.samajalive.in
Saturday, December 6, 2025
16.1 C
Bhubaneswar

ଏଟିଏମରୁ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ

ଅନୁଗୁଳ : ଲୁଟେରାଙ୍କ ଟାର୍ଗେଟରେ ଏଟିଏମ୍‌‌। କଟରରେ କାଟି ଏଟିଏମରୁ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ। ତାଳଚେର ବଲହର ଛକରେ ଥିବା ଏସବିଆଇ ଏଟିଏମରୁ ଏହି ଲୁଟ୍‌‌ ହୋଇଛି। ବିଳମ୍ବିତ ରାତିରେ ଟଙ୍କା ଲୁଟି ଫେରାର ହୋଇ ଯାଇଛନ୍ତି ଦୁର୍ବୃତ୍ତ। ତେବେ କେତେ ଟଙ୍କା ଲୁଟ୍‌‌ ହୋଇଛି ସେନେଇ କୌଣସି ସୂଚନା ମିଳି ପାରି ନାହିଁ। ଖବର ପାଇ ତାଳଚେର ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories