www.samajalive.in
Sunday, December 7, 2025
14.1 C
Bhubaneswar

ଜଳିଗଲା କଲେଜ ବସ୍ ; ବର୍ତ୍ତିଗଲେ ଛାତ୍ର

ଅନୁଗୁଳ : ଜଳିଗଲା କଲେଜ ବସ୍। ଟଳିଲା ଅଘଟଣ। ଏକ ବଡ ବିପଦରୁ ଅଳ୍ପକେ ବର୍ତ୍ତିଗଲେ ଛାତ୍ର ଓ ଚାଳକ। ଅନୁଗୁଳ ରାଧାରମଣ ପଡାଠାରେ ଏକ ଘରୋଇ କଲେଜ ବସରେ ଦିନ ପ୍ରାୟ ୧ଟା ୩୦ରେ ନିଆଁ ଲାଗି ଯାଇଥିଲା। ସର୍ଟସର୍କିଟ ଯୋଗୁଁ ଏହି ନିଆଁ ଲାଗିଥିବା ଜଣାପଡିଛି। ସ୍ଥାନୀୟ ଲୋକଙ୍କ ଠାରୁ ନିଆଁ ଲାଗିଥିବା ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

ଖୁସି ଖବର ; ଜୁଲାଇରୁ ଶସ୍ତା ହୋଇପାରେ ଏସବୁ ଜରୁରୀ ଔଷଧର ଦାମ୍..


ବସରେ ପ୍ରାୟ ୨ ଜଣ ଛାତ୍ର ଓ ଚାଳକ ଥିଲେ। ବସରୁ ଧୂଆଁ ବାହରିବା ଦେଖି ଚାଳକ ଓ ଛାତ୍ର ବସରୁ ଓହ୍ଲାଇ ପଡିଥିଲେ ବୋଲି ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। କଲେଜରେ ଅନ୍ୟ କେହି ଛାତ୍ରଛାତ୍ରୀ ନଥିଲେ ବୋଲି କଲେଜ ପକ୍ଷରୁ ସୂଚନା ମିଳିଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories