www.samajalive.in
Tuesday, December 9, 2025
26.1 C
Bhubaneswar

ଶିକାରୀ ଫାଶରେ କଲରାପତରିଆ ମୃତ

ଅନୁଗୁଳ : ଶିକାରୀ ଫାଶରେ ପଡି କଲରାପତରିଆ ବାଘ ମୃତ। ଅନୁଗୋଳ ବନଖଣ୍ଡ କରତପଟା ସେକ୍ସନ ଡ଼ିମିରିପାଳ ଗାଁ ନିକଟରେ ଏକ କଲରାପତରିଆ ବାଘ ଯନ୍ତାରେ ପଡିଯାଇଥିଲା। ଜନ୍ତୁ ଶିକାର ପାଇଁ ଗାଁରେ ଏହି ଫାଶ ବସାଯାଇଥିଲା । ସେହି ଯନ୍ତାରେ କଲରାପତରିଆ ବାଘ ପଡି ଛଟପଟ ହେବା ସହ ଗର୍ଜନ କରିଥିଲା। ଯାହାକୁ ନେଇ ଗାଁଲୋକେ ଆତଙ୍କିତ ହୋଇପଡିଥିଲେ। ବାଘକୁ ଯନ୍ତାରୁ ନିଶ୍ଚେତକ ଦେଇ ଉଦ୍ଧାର କରାଯାଇ କରି କୁଲାସିଂହା ନର୍ସରୀରେ ରଖାଯାଇଥିଲା। ହେଲେ ସେଠାରେ ବାଘଟିର ମୃତ୍ୟୁ ଘଟିଥିବା ବନ ବିଭାଗ ସୂଚନା ଦେଇଛି।

Hot this week

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

ଆଉ ୧୮ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା : ଏମ୍‌ଭି-୨୬ରେ ୧୬୩ ଘର କ୍ଷତିଗ୍ରସ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବଢିଲା ଇଣ୍ଟରନେଟ୍ କଟକଣା। ପ୍ରଶାସନ ଆଉ ୧୮...

Related Articles

Popular Categories