www.samajalive.in
Sunday, December 14, 2025
19.1 C
Bhubaneswar

ପଦ୍ମ ଧରିଲେ ଏ.କେ. ଆଣ୍ଟୋନିଙ୍କ ପୁଅ ଅନିଲ ଆଣ୍ଟୋନି

ନୂଆଦିଲ୍ଲୀ : ବରିଷ୍ଠ  କଂଗ୍ରେସ ନେତା ଏ.କେ. ଆଣ୍ଟୋନିଙ୍କ ପୁଅ ଅନିଲ ଆଣ୍ଟୋନି ଗୁରୁବାର ବିଜେପିରେ ଯୋଗ ଦେଇଛନ୍ତି ।  କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋୟଲ୍‌‌ ଓ ଭି. ମୁରଲୀଧରନଙ୍କ ଉପସ୍ଥିତରେ ସେ ବିଜେପିରେ ଯୋଗ ଦେଇଥିଲେ। ବିଜେପିରେ ଯୋଗ ଦେବା ପରେ ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା ବେଳେ ସେ କହିଛନ୍ତି, ଲୋକମାନଙ୍କ ପାଇଁ କାର୍ଯ୍ୟ କରିବାରେ ବିଶ୍ୱାସ ସେ କରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଆଗାମୀ ୨୫ ବର୍ଷ ମଧ୍ୟରେ ଦେଶର ବିକାଶ ପାଇଁ ଏକ ସ୍ପଷ୍ଟ ଦୃରଦୃଷ୍ଟି ରହିଛି । ଏଥିରେ ଅନୁପ୍ରାଣିତ ହୋଇ ସେ ବିଜେପିରେ ଯୋଗ ଦେଇଛନ୍ତି।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories