www.samajalive.in
Saturday, December 13, 2025
23.1 C
Bhubaneswar

‘ଗାନ୍ଧିଜୀ ପାକିସ୍ତାନର ଜନକ’

ନୂଆଦିଲ୍ଲୀ: ନାଥୁରାମ ଗୋଡସେଙ୍କ ପ୍ରଶଂସା କରି ବିଜେପି ନେତାଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ଆରୋପ ପ୍ରତ୍ୟାରୋପ ଲାଗି ରହିଥିବାବେଳେ ଦଳର ଆଉ ଜଣେ ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ବିଜେପି ମିଡିଆ ସେଲ୍‌ ମୁଖ୍ୟ ଅନିଲ ସୌମିତ୍ର ମହାତ୍ମା ଗାନ୍ଧୀଙ୍କୁ ପାକିସ୍ତାନର ଜନକ ବୋଲି କହିଛନ୍ତି। ସୌମିତ୍ରଙ୍କ ଏଭଳି ମନ୍ତବ୍ୟ ପରେ ତାଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ଦଳ ପକ୍ଷରୁ ତାଙ୍କୁ ଏକ କାରଣ ଦର୍ଶାଅ ନୋଟିସ ମଧ୍ୟ ପଠାଯାଇଛି। ସୌମିତ୍ର ତାଙ୍କ ଫେସବୁକ ପୋଷ୍ଟରେ ଲେଖିଥିଲେ ଯେ ଗାନ୍ଧିଜୀ ଜାତିର ପିତା, କିନ୍ତୁ ପାକିସ୍ତାନର। ତାଙ୍କ ଭଳି ଅନେକ ସନ୍ତାନଙ୍କୁ ଭାରତ ଜନ୍ମ ଦେଇଛି। ସେମାନଙ୍କ ମଧ୍ୟରୁ କେତେକ ଯୋଗ୍ୟ ଆଉ କେତେକ ଅଯୋଗ୍ୟ।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories