www.samajalive.in
Monday, December 8, 2025
27.1 C
Bhubaneswar

ରଣବୀରଙ୍କ ଜନ୍ମଦିନରେ ପ୍ରଶଂସକଙ୍କୁ ବଡ଼ ଉପହାର; ଆସିଲା ‘ଆନିମଲ୍‌’ ଟିଜର୍‌

ମୁମ୍ବଇ: ରଣବୀର କପୁରଙ୍କ ଆଗାମୀ ଚଳଚ୍ଚିତ୍ର ‘ଆନିମଲ୍‌’କୁ ନେଇ ଦୀର୍ଘ ଦିନରୁ ଚର୍ଚ୍ଚା ଜାରି ରହିଛି। ଫିଲ୍ମରୁ ଅଭିନେତାଙ୍କ ଲୁକ୍ ସାମ୍ନାକୁ ଆସିବା ପରଠାରୁ ପ୍ରଶଂସକଙ୍କ ଉତ୍ସାହ ବୃଦ୍ଧି ପାଇଥିବା ବେଳେ ଗୁରୁବାର ରଣବୀରଙ୍କ ଜନ୍ମଦିନ ଅବସରରେ ‘ଆନିମଲ୍‌’ର ଟିଜର୍‌ ରିଲିଜ୍‌ ହୋଇଛି। ଟିଜରରୁ ସ୍ପଷ୍ଟ ଜଣାପଡ଼ୁଛି ଯେ, ଚଳଚ୍ଚିତ୍ର ଅତ୍ୟନ୍ତ ରୋମାଞ୍ଚକର, ଜବରଦସ୍ତ ଆକ୍ସନ ଏବଂ ଥ୍ରୀଲରରେ ଭରପୁର।

‘ଆନିମଲ୍‌’ରେ ରଣବୀରଙ୍କ ବ୍ୟତୀତ ରଶ୍ମିକା ମନ୍ଦାନା, ଅନିଲ କପୁର ଓ ବବି ଦେଓଲ ପ୍ରମୁଖ ଗୁରୁତ୍ବପୂର୍ଣ୍ଣ ଭୂମିକାରେ ଅଭିନୟ କରିଛନ୍ତି। ନିର୍ଦେଶକ ସନ୍ଦୀପ ରେଡ୍ଡୀ ବାଙ୍ଗା ନିର୍ଦେଶିତ ‘ଆନିମଲ୍‌’ ଆସନ୍ତା ଡିସେମ୍ବର ୧ରେ ପରଦାକୁ ଆସିବ।

- Advertisement -

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories