ମୁମ୍ବଇ: ବିଶିଷ୍ଟ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ଅନ୍ନପୂର୍ଣ୍ଣା ଦେବୀଙ୍କ ୯୧ ବର୍ଷ ବୟସରେ ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ଶନିବାର ଭୋରୁ ମୁମ୍ବଇର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ସ୍ୱନାମଧନ୍ୟ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ଆଲ୍ଲାଉଦ୍ଦିନ ଖାନ୍୍ଙ୍କ ସେ ସୁପୁତ୍ରି ତଥା ଶିଷ୍ୟା ଥିଲେ।
Popular Categories



