www.samajalive.in
Sunday, December 14, 2025
23.1 C
Bhubaneswar

ହୀରାକୁଦରେ ହେବ ପକ୍ଷୀଗଣନା, ୩୨ଟି ଟିମ କରିବେ ପକ୍ଷୀ ଗଣନା 

ଭୁବନେଶ୍ବର:  ହୀରାକୁଦକୁ ରାଜ୍ୟ ବାହାରୁ କେତେ ପକ୍ଷୀ ଆସିଛନ୍ତି ତାହାର ଗଣନା କରାଯିବ। ଆସନ୍ତାକାଲି ହୀରାକୁଦରେ  ପକ୍ଷୀଗଣନା ବୋଲି ସୂଚନା ଦିଆଯାଇଛି। ହୀରାକୁଦର ୫୦୦ ବର୍ଗ କିଲୋମିଟର ମଧ୍ୟରେ ପକ୍ଷୀ ଗଣନା କରାଯିବ। ଏହି ଗଣନା ପରେ ରାଜ୍ୟ ବାହାରୁ କେତେ ପକ୍ଷୀ ଆସିଛନ୍ତି ଏବଂ ହୀରାକୁଦରେ ମୋଟ କେତେ ପକ୍ଷୀ ରହିଛନ୍ତି ତାହା ଜଣାପଡ଼ିବ। ଆସନ୍ତାକାଲି ହୀରାକୁଦରେ​‌ ସକାଳ ୬ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ୩୨ଟି ଟିମ ପକ୍ଷୀ ଗଣନା କରିବେ। ୩୩ଜଣ ପକ୍ଷୀ ବିଶେଷଜ୍ଞଙ୍କ ସହ ମୋଟ ୭୮ଜଣ ଟିମରେ ସାମିଲ ହୋଇଥିବା ଜଣାଯାଇଛି।

Hot this week

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

Related Articles

Popular Categories