www.samajalive.in
Friday, December 5, 2025
27.1 C
Bhubaneswar

ପଞ୍ଚମୁଖୀ ହନୁମାନ ମନ୍ଦିରର ଦ୍ୱାଦଶ ବାର୍ଷିକ ଉତ୍ସବ

ନରସିଂହପୁର: ନରସିଂହପୁର ବ୍ଲକ ଅନ୍ତର୍ଗତ ବାଲିସାହିସ୍ଥିତ ଶ୍ରୀ ଶ୍ରୀ ପଞ୍ଚମୁଖୀ ହନୁମାନ ମନ୍ଦିରର ଦ୍ୱାଦଶ ବାର୍ଷିକ ଉତ୍ସବ ଉଦ୍‌‌ଯାପିତ ହୋଇଯାଇଛି। ଉଦଯାପନୀ ଉତ୍ସବରେ ହନୁମାନ ରାଜ୍ୟାଭିଷେକ ରୂପରେ ଦିବ୍ୟ ଦର୍ଶନ ଦେଇଥିଲେ। ରାତି ସମୟରେ ଶ୍ରୀରାମ ଚରିତ ପାରାୟଣ ଆୟୋଜିତ ହେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟାଭିଷେକ, କାକଭୂଷଣ୍ଡି ସମ୍ବାଦ ପ୍ରସଙ୍ଗରେ ପାରାୟଣ ହେବ। ବ୍ୟାସ ମହାରାଜ ଶ୍ରୀଯୁକ୍ତ ବିପିନ ବିହାରୀ ଦାସ ପ୍ରବକ୍ତା ଭାବେ ଉପସ୍ଥିତ ରହିବେ। ଏହା ସହିତ କଟକର ଜୟ ଜୟ ଜଗନ୍ନାଥ ଭଜନ ଗ୍ରୁପ ତରଫରୁ ରାତି ୨ଟାରେ ଭଜନ ସମାରୋହ କରାଯିବ ବୋଲି ପୂଜା କମିଟି ପକ୍ଷରୁ ସୂଚନା ମିଳିଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories