www.samajalive.in
Saturday, December 13, 2025
23.1 C
Bhubaneswar

ପଳାଶୁଣିରେ ଖୁବଶୀଘ୍ର ଆରମ୍ଭ ହେବ ଫୁଟ୍ ଓଭର ବ୍ରିଜ୍ କାର୍ଯ୍ୟ : ଅପରାଜିତା

ଡେସ୍କ : ଭୁବନେଶ୍ୱର ପଳାଶୁଣିରେ ଖୁବଶୀଘ୍ର ଫୁଟ ଓଭର ବ୍ରିଜ୍ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ । ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ଏହି ସୂଚନା ଦେଇଛନ୍ତି । ନିଜର ୪ବର୍ଷର ବାର୍ଷିକ ରିପୋର୍ଟ ଉପସ୍ଥାପନା ବେଳେ ସାଂସଦ ଶ୍ରୀମତୀ ଷଡଙ୍ଗୀ ଏହା କହିଛନ୍ତି । ସେ କହିଛନ୍ତି ଅଗଷ୍ଟ ପହିଲାରୁ ସତସଙ୍ଗ ବିହାରରେ ଫୁଟ୍ ଓଭର ବ୍ରିଜ କାମ ଆରମ୍ଭ ହେବ। ଅନ୍ୟପକ୍ଷରେ ହଂସପାଳ ଫ୍ଲାଏ ଓଭର ୬୫% କାର୍ଯ୍ୟ ସରିଛି, ୩୧ ଡିସେମ୍ବର ସୁଦ୍ଧା ଏହାର  କାମ ଶେଷ ହେବ ବୋଲି ସେ ସୂଚନା ଦେଇଛନ୍ତି ।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories