www.samajalive.in
Sunday, December 7, 2025
15.1 C
Bhubaneswar

ଆଉ ୧୧ ହଜାର ୫୧୩ ସୁସ୍ଥ : ଆରୋଗ୍ୟ ସଂଖ୍ୟା ୬.୫୮ ଲକ୍ଷରୁ ଅଧିକ

ଭୁବନେଶ୍ୱର : ରାଜ୍ୟରେ ଶନିବାର ଆଉ ୧୧ ହଜାର ୫୧୩ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହିତ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୬ ଲକ୍ଷ ୫୮ ହଜାର ୬୪୬ କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୪୬୪ ଓ କଟକରୁ ୧୦୫୨ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହପରି ଯାଜପୁରରୁ ୭୯୧, ସୁନ୍ଦରଗଡ଼ରୁ ୬୯୯, ଅନୁଗୁଳରୁ ୬୯୦, ପୁରୀରୁ ୫୬୮, ମୟୂରଭଞ୍ଜରୁ ୫୩୪, ବାଲେଶ୍ୱରରୁ ୫୨୪, ସମ୍ବଲପୁରରୁ ୪୩୮, ଝାରସୁଗୁଡ଼ାରୁ ୪୨୧ ଏବଂ ବରଗଡ଼ରୁ ୩୮୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

- Advertisement -

ସେହିପରି ନୟାଗଡ଼ରୁ ୩୪୬, ଗଞ୍ଜାମରୁ ୩୧୬, ନବରଙ୍ଗପୁରରୁ ୩୦୨, ଜଗତସିଂହପୁରରୁ ୨୯୪, ବଲାଙ୍ଗିରରୁ ୨୯୩, କୋରାପୁଟରୁ ୨୬୪, ରାୟଗଡାରୁ ୧୯୯, କଳାହାଣ୍ଡିରୁ ୧୯୬, ବୌଦ୍ଧରୁ ୧୯୧, ସୁବର୍ଣ୍ଣପୁରରୁ ୧୮୬, କେନ୍ଦୁଝରରୁ ୧୫୧, କେନ୍ଦ୍ରାପଡ଼ାରୁ ୧୫୦, ଭଦ୍ରକରୁ ୧୩୨, ଢେଙ୍କାନାଳରୁ ୧୨୭ ଏବଂ ଦେବଗଡରୁ ୧୧୭ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଅନ୍ୟ ପକ୍ଷରେ ନୂଆପଡ଼ାରୁ ୧୧୧, ଗଜପତିରୁ ୧୧୦, କନ୍ଧମାଳରୁ ୧୦୨, ମାଲକାନଗିରିରୁ ୧୦୦ ଏବଂ ଷ୍ଟେଟ ପୁଲରୁ ୨୬୧ ଜଣ କରେନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ ରାଜ୍ୟରେ ଏଯାବତ ୬ ଲକ୍ଷ ୫୮ ହଜାର ୬୪୬ ଜଣ କରେନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories