www.samajalive.in
Friday, December 5, 2025
20.1 C
Bhubaneswar

ହୀରାକୁଦ ଡ୍ୟାମ୍‌ର ଆଉ ୧୨ଟି ଗେଟ୍ ବନ୍ଦ

ସମ୍ବଲପୁର: ହୀରାକୁଦ ଡ୍ୟାମ୍‌ର ଆଉ ୧୨ଟି ଗେଟ୍ ବନ୍ଦ  । ବର୍ତ୍ତମାନ ଦୁଇଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି। ହୀରାକୁଦକୁ ଜଳ ପ୍ରବେଶ କମୁଥିବାରୁ ଗେଟ୍ ଗୁଡିକୁ ବନ୍ଦ କରାଯାଇଛି। ମଙ୍ଗଳବାର ୧୪ଟି ଗେଟ୍ ଖୋଲାଯାଇ ବନ୍ୟା ଜଳ ନିଷ୍କାସିତ ହେଉଥିଲା। ମଙ୍ଗଳବାର ସନ୍ଧ୍ୟା ୬ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୦.୯୭ ଫୁଟ ରହିଥିଲା।  ପ୍ରତି ସେକେଣ୍ଡରେ ୨,୧୭,୧୦୬ ଘନଫୁଟ ଜଳ ପ୍ରବେଶ କରୁଥିବାବେଳେ ୨,୫୫,୭୭୦ ଘନଫୁଟ ଜଳ ନିଷ୍କାସିତ ହେଉଥିଲା। ଆଜି ଡ୍ୟମ୍‌ର ୧୨ଟି ଗେଟ୍ ବନ୍ଦ କରାଯାଇଛି।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories