www.samajalive.in
Monday, December 15, 2025
27.1 C
Bhubaneswar

ଆଉ ୧୩୦୫ କରୋନା ଆକ୍ରାନ୍ତ ସୁସ୍ଥ : ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୩୯ ହଜାର ୨୦୫କୁ ବୃଦ୍ଧି

ଭୁବନେଶ୍ବର : ଶୁକ୍ରବାର ରାଜ୍ୟରୁ ଆଉ ୧୩୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ଆରୋଗ୍ୟଙ୍କ ସଂଖ୍ୟା ୩୯ ହଜାର ଅତିକ୍ରମ କରିଛି । ଏହି ୧୩୦୫ କରୋନା ଆକ୍ରାନ୍ତ ସୁସ୍ଥ ହେବା ସହ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୩୯ ହଜାର ୨୦୫କୁ ବୃଦ୍ଧି ପାଇଛି।

ଆଜି ଗଞ୍ଜାମରୁ ସର୍ବାଧିକ ୨୬୬, ଖୋର୍ଦ୍ଧାରୁ ୧୫୬, କଟକରୁ ୧୨୮, ଯାଜପୁରରୁ ୧୧୧, ମାଲକାନଗିରିରୁ ୭୫, ବାଲେଶ୍ବରରୁ ୭୧, ସୁନ୍ଦରଗଡ଼ରୁ ୬୩, ପୁରୀରୁ ୫୦, କଳାହାଣ୍ଡିରୁ ୪୪ ଓ କେନ୍ଦ୍ରାପଡାରୁ ୪୨ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

- Advertisement -

ସେହିପରି କୋରାପୁଟ ଓ ନୟାଗଡ଼ରୁ ୩୩ ଜଣ ଲେଖାଏଁ, ଢେଙ୍କାନାଳରୁ ୨୮,  ଗଜପତି ଓ ନବରଙ୍ଗପୁରରୁ ୨୫ଜଣ ଲେଖାଏଁ, ସମ୍ବଲପୁରରୁ ୨୪, ଭଦ୍ରକରୁ ୨୦, ଝାରସୁଗୁଡାରୁ ୧୯, ମୟୂରଭଞ୍ଜରୁ ୧୮, ନୂଆପଡାରୁ ୧୬, କନ୍ଧମାଳ ଓ କେନ୍ଦୁଝରରୁ  ୧୨ ଜଣ ଲେଖାଏଁ, ରାୟଗଡାରୁ ୧୦, ଜଗତସିଂହପୁରରୁ ୯ ଓ ବଲାଙ୍ଗୀରରୁ ୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଅନ୍ୟପକ୍ଷରେ ବରଗଡ଼ରୁ ୭ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହା ସହ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୩୯ ହଜାର ୨୦୫କୁ ବୃଦ୍ଧି ପାଇଛି।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories