www.samajalive.in
Saturday, December 6, 2025
26.1 C
Bhubaneswar

ଆଉ ୧୩୮ କରୋନା ଆକ୍ରାନ୍ତ ସୁସ୍ଥ : ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୩୭୭କୁ ବୃଦ୍ଧି

ଭୁବନେଶ୍ବର : ମଙ୍ଗଳବାର  ରାଜ୍ୟରୁ ଆଉ ୧୩୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥି ସହିତ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୩୭୭କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୨୨, ବରଗଡ଼ରୁ ୧୮, କଟକରୁ ୧୫, ସମ୍ବଲପୁରରୁ ୧୦, ନୂଆପଡାରୁ ୮, ଅନୁଗୋଳ, ବାଲେଶ୍ବର, ଭଦ୍ରକ ଓ ପୁରୀରୁ ୭ ଜଣ ଲେଖାଁଏ, କଳାହାଣ୍ଡିରୁ ୬, ଝାରସୁଗୁଡାରୁ ୫ ଏବଂ ଯାଜପୁରରୁ ୩ ଜଣ କାରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

- Advertisement -

ସେହିପରି ନବରଙ୍ଗପୁର ଓ ରାୟଗଡାରୁ ୩ ଜଣ ଲେଖାଏଁ, ଢେଙ୍କାନାଳ, ଜଗତସିଂହପୁର, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା ଓ ସୁବର୍ଣ୍ଣପୁରରୁ ୨ ଜଣ ଲେଖାଁଏ, ବଲାଙ୍ଗୀର, ଗଞ୍ଜାମ, କେନ୍ଦ୍ରାପଡା ଓ କୋରାପୁଟ ଏବଂ ଷ୍ଟେଟ ପୁଲରୁ  ଜଣେ ଲେଖାଁଏ  କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏଥି ସହିତ ରାଜ୍ୟରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୩୭୭କୁ ବୃଦ୍ଧି ପାଇଛି ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories