www.samajalive.in
Friday, December 12, 2025
15.1 C
Bhubaneswar

ଆଉ ୧୪୨୨ କରୋନା ଆକ୍ରାନ୍ତ ସୁସ୍ଥ : ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୩୭ ହଜାର ୯୦୦କୁ ବୃଦ୍ଧି

ଭୁବନେଶ୍ବର : ଗୁରୁବାର ରାଜ୍ୟରୁ ଆଉ ୧୪୨୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ଆରୋଗ୍ୟଙ୍କ ସଂଖ୍ୟା ୩୮ ହଜାର ନିକଟତର ହୋଇଛି। ଏହି ୧୪୨୨ କରୋନା ଆକ୍ରାନ୍ତ ସୁସ୍ଥ ହେବା ସହ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୩୭ ହଜାର ୯୦୦କୁ ବୃଦ୍ଧି ପାଇଛି।

ଆଜି ଗଞ୍ଜାମରୁ ସର୍ବାଧିକ ୨୫୫, ଖୋର୍ଦ୍ଧାରୁ ୨୨୮, ଗଜପତିରୁ ୧୩୯, ବଲାଙ୍ଗୀରରୁ ୧୦୦, ସମ୍ବଲପୁରରୁ ୯୫, କଟକରୁ ୭୧, ସୁନ୍ଦରଗଡ଼ରୁ ୫୭, ପୁରୀରୁ ୪୫, ଭଦ୍ରକରୁ ୪୪, ରାୟଗଡାରୁ ୪୨ ଏବଂ ଢେଙ୍କାନାଳରୁ ୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

- Advertisement -

ସେହିପରି କନ୍ଧମାଳରୁ ୩୬, ମାଲକାନଗିରିରୁ ୩୩, କେନ୍ଦୁଝରରୁ ୩୦, କୋରାପୁଟରୁ ୨୯, ବୌଦ୍ଧ ଓ  ନୟାଗଡରୁ ୨୮ଜଣ ଲେଖାଏଁ, ଝାରସୁଗୁଡାରୁ ୨୧, ମୟୂରଭଞ୍ଜରୁ ୨୦, ସୁବର୍ଣ୍ଣପୁରରୁ ୧୯, ଜଗତସିଂହପୁର ୧୮, ବାଲେଶ୍ବରରୁ ୧୩, ବରଗଡ଼ରୁ ୧୨, କଳାହାଣ୍ଡିରୁ ୧୦, କେନ୍ଦ୍ରାପଡାରୁ ୭, ଯାଜପୁରରୁ ୪ ଏବଂ ନବରଙ୍ଗପୁରରୁ ଜଣେ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଏହି ୧୪୨୨ କରୋନା ଆକ୍ରାନ୍ତ ସୁସ୍ଥ ହେବା ସହ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୩୭ ହଜାର ୯୦୦କୁ ବୃଦ୍ଧି ପାଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories