www.samajalive.in
Wednesday, December 10, 2025
15.1 C
Bhubaneswar

ଆଉ ୧୬୭୩ କରୋନା ଆକ୍ରାନ୍ତ ସୁସ୍ଥ : ଆରୋଗ୍ୟଙ୍କ ସଂଖ୍ୟା ୩୬ ହଜାର ଟପିଲା

ଭୁବନେଶ୍ବର : ବୁଧବାର ରାଜ୍ୟରୁ ଆଉ ୧୬୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ଆରୋଗ୍ୟଙ୍କ ସଂଖ୍ୟା ୩୬ ହଜାର ଅତିକ୍ରମ କରିଛି। ଏହି ୧୬୭୩ କରୋନା ଆକ୍ରାନ୍ତ ସୁସ୍ଥ ହେବା ସହ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୩୬ ହଜାର ୪୭୮କୁ ବୃଦ୍ଧି ପାଇଛି।

ଆଜି ଗଞ୍ଜାମରୁ ସର୍ବାଧିକ ୩୮୯, ଖୋର୍ଦ୍ଧାରୁ ୧୭୭, ସୁନ୍ଦରଗଡ଼ରୁ ୧୬୩, କଟକରୁ ୧୨୬, କୋରାପୁଟରୁ ୧୨୦, ପୁରୀରୁ ୧୦୦, ସମ୍ବଲପୁରରୁ ୬୧, ବରଗଡ଼ରୁ ୫୦, କେନ୍ଦୁଝର ଓ ରାୟଗଡାରୁ ୪୭ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

- Advertisement -

ସେହିପରି କନ୍ଧମାଳରୁ ୪୬, ନୟାଗଡରୁ ୩୫, ଯାଜପୁରରୁ ୩୪, ଗଜପତିରୁ ୩୩, କେନ୍ଦ୍ରାପଡାରୁ ୩୧, ବାଲେଶ୍ବରରୁ ୩୦, ମାଲକାନଗିରିରୁ ୨୮, ଭଦ୍ରକରୁ ୨୬, ମୟୂରଭଞ୍ଜରୁ ୨୫, ଢେଙ୍କାନାଳରୁ ୨୪, କଳାହାଣ୍ଡିରୁ ୨୧, ବଲାଙ୍ଗୀରରୁ ୧୫, ସୁବର୍ଣ୍ଣପୁରରୁ ୧୪, ନବରଙ୍ଗପୁରରୁ ୧୧ ଓ  ଜଗତସିଂହପୁର ୮ ଜଣ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ସେହିଭଳି  ଝାରସୁଗୁଡାରୁ ୬, ଅନୁଗୋଳରୁ ୪ ଓ ବୌଦ୍ଧ ଏବଂ ନୂଆପଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହା ସହ ରାଜ୍ୟରେ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୩୬ ହଜାର ୪୭୮କୁ ବୃଦ୍ଧି ପାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories